Job 14:22 — Compare Translations
5 translations compared side by side
Odia - 1840
"ସହେି ବ୍ଯକ୍ତି କବଳେ ନିଜ ଶରୀର ରେ ୟନ୍ତ୍ରଣାକୁ ଅନୁଭବ କରିପା ରେ ଏବଂ କବଳେ ନିଜ ପାଇଁ ଶାେକ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି କେବଳ ନିଜ ଶରୀରରେ ଯନ୍ତ୍ରଣାକୁ ଅନୁଭବ କରିପାରେ ଏବଂ କେବଳ ନିଜ ପାଇଁ ଶୋକ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।