Job 14:3 — Compare Translations
5 translations compared side by side
Odia - 1840
"ଏହା ସତ୍ଯ, କିନ୍ତୁ ପରମେଶ୍ବର ତୁମ୍ଭେ କ'ଣ ଜଣେ ବ୍ଯକ୍ତିକୁ ଦେଖିବ? ତୁମ୍ଭେ କ'ଣ ମାେ ସହିତ ବିଚାରସ୍ଥଳକୁ ଆସିବ ଏବଂ ଆମ୍ଭେ ଦୁଇଜଣ ନିଜ ନିଜର ୟୁକ୍ତି ଉପସ୍ଥାପନା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ, କିନ୍ତୁ ପରମେଶ୍ୱର ତୁମ୍ଭେ କ’ଣ ଜଣେ ବ୍ୟକ୍ତିକୁ ଦେଖିବ? ତୁମ୍ଭେ କ’ଣ ମୋ’ ସହିତ ବିଗ୍ଭରସ୍ଥଳକୁ ଆସିବ ଏବଂ ଆମ୍ଭେ ଦୁଇଜଣ ନିଜ ନିଜର ଯୁକ୍ତି ଉପସ୍ଥାପନା କରିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଏପରି ଜଣକ ଉପରେ କ’ଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କ’ଣ ମୋତେ ଆଣୁଅଛ?