Job 14:4 — Compare Translations
5 translations compared side by side
Odia - 1840
"'ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପା ରେ। ନା, କହେି ଜଣେ ମନୁଷ୍ଯ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେଣ? ଜଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପାରେ ନା, କେହି ଜଣେ ମନୁଷ୍ୟ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।