Job 14:5 — Compare Translations
5 translations compared side by side
Odia - 1840
"ମଣିଷର ଜୀବନର ଏକ ନିର୍ଦ୍ଦିଷ୍ଟ ସୀମା ଅଛି। ହେ ପରମେଶ୍ବର, ତୁମ୍ଭେ ନିର୍ଣ୍ଣଯ କର ଜଣେ ମନୁଷ୍ଯ କେତେ ଦିନ ବଞ୍ଚିବ। ତୁମ୍ଭେ ମଣିଷ ପାଇଁ ସହେି ସୀମା ନିର୍ଦ୍ଦିଷ୍ଟ କରିଛ। ଏହା କ'ଣ କହେି ବଦଳାଇ ପା ରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମଣିଷର ଜୀବନର ଏକ ନିର୍ଦ୍ଦିଷ୍ଟ ସୀମା ଅଛି। ହେ ପରମେଶ୍ୱର, ତୁମ୍ଭେ ନିର୍ଣ୍ଣୟ କର ଜଣେ ମନୁଷ୍ୟ କେତେ ଦିନ ବଞ୍ଚିବ। ତୁମ୍ଭେ ମଣିଷ ପାଇଁ ସେହି ସୀମା ନିର୍ଦ୍ଦିଷ୍ଟ କରିଛ। ଏହା କ’ଣ କେହି ବଦଳାଇ ପାରେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?