Job 14:6 — Compare Translations

5 translations compared side by side

Odia - 1840
"ତେଣୁ ହେ ପରମେଶ୍ବର ଆମ୍ଭକୁ ନିରୀକ୍ଷଣ କରିବା ବନ୍ଦ କର। ଆମ୍ଭର କ୍ଷଣିକ ଜୀବନ ଆମ୍ଭକୁ ଏକୁଟିଆ ଉପଭୋଗ କରିବା ପାଇଁ ଦିଅ। ଯେପରି ଦିନ ମଜୁରିଆ କାମ ଶଷେ ପରେ ତା'ର ମଜୁରିକୁ ଉପ ଭୋଗ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ପରମେଶ୍ୱର ଆମ୍ଭକୁ ନିରୀକ୍ଷଣ କରିବା ବନ୍ଦ କର। ଆମ୍ଭର କ୍ଷଣିକ ଜୀବନ ଆମ୍ଭକୁ ଏକୁଟିଆ ଉପଭୋଗ କରିବା ପାଇଁ ଦିଅ। ଯେପରି ଦିନ ମଜୁରୀଆ କାମ ଶେଷ ପରେ ତା’ର ମଜୁରୀକୁ ଉପଭୋଗ କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।