Job 14:7 — Compare Translations

5 translations compared side by side

Odia - 1840
"ଗୋଟିଏ ଗଛ ପାଇଁ ମଧ୍ଯ ଆଶା ଅଛି। ଯଦି ଥରେ ଏହା କଟା ହାଇୟୋଏ, ଏହା ମଧ୍ଯ ପୁଣି ବଞ୍ଚିପା ରେ। ପୁଣି ଡ଼ାଳପତ୍ର ମଲେି ଶାଖା ବୃଦ୍ଧି କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଗୋଟିଏ ଗଛ ପାଇଁ ମଧ୍ୟ ଆଶା ଅଛି। ଯଦି ଥରେ ଏହା କଟା ହୋଇଯାଏ, ଏହା ମଧ୍ୟ ପୁଣି ବଞ୍ଚିପାରେ। ପୁଣି ଡାଳପତ୍ର ମେଲି ଶାଖା ବୃଦ୍ଧି କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।