Job 14:8 — Compare Translations

5 translations compared side by side

Odia - 1840
"ଯଦିଓ ତାହାର ଚରେ ଭୂମି ତଳେ ଜୀର୍ଣ୍ଣ ହାଇୟୋଏ ଏବଂ ତାହାର କର୍ତ୍ତିତ ମୂଳଟି ଭୂମିରେ ମରିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ତି ଭୂମିରେ ମରିଯାଏ;
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ତାହାର ଚେର ଭୂମି ତଳେ ଜୀର୍ଣ୍ଣ ହୋଇଯାଏ ଏବଂ ତାହାର କର୍ତ୍ତିତ ମୂଳଟି ଭୂମିରେ ମରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;