Job 14:9 — Compare Translations

5 translations compared side by side

Odia - 1840
"କିନ୍ତୁ ପାଣିର ବନ୍ଧ ପାଇବା ମାତ୍ ରେ ଏହା ତାହାର ଶାଖା ଗୋଟିଏ ୟୁବା ବୃକ୍ଷପରି ବଢ଼ାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଣିର ଗନ୍ଧ ପାଇବା ମାତ୍ରେ ଏହା ତାହାର ଶାଖା ଗୋଟିଏ ଯୁବା ବୃକ୍ଷପରି ବଢ଼ାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।