Job 15:10 — Compare Translations

5 translations compared side by side

Odia - 1840
"ସହେି ପାଚିଲାବାଳିଆ ଓ ବୃଦ୍ଧ ଲୋକଗୁଡ଼ିକ ଆମ୍ଭମାନଙ୍କ କଥା ରେ ଏକମନ ହବେେ, ଏପରିକି ତୁମ୍ଭର ପିତାଙ୍କଠାରୁ ଆହୁରି ବୃଦ୍ଧ ଲୋକମାନେ ମଧ୍ଯ ଆମ୍ଭ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପକ୍ଵକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାଚିଲାବାଳିଆ ଓ ବୃଦ୍ଧ ଲୋକମାନେ ଆମ୍ଭମାନଙ୍କ କଥାରେ ଏକମନ ହେବେ, ଏପରିକି ତୁମ୍ଭର ପିତାଙ୍କଠାରୁ ଆହୁରି ବୃଦ୍ଧ ଲୋକମାନେ ମଧ୍ୟ ଆମ୍ଭ ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।