Job 15:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭକୁ ସାନ୍ତ୍ବନା ଦବୋକୁ ଚେଷ୍ଟା କରନ୍ତି। ତାହା ତୁମ୍ଭ ପାଇଁ ୟଥେଷ୍ଟ ନୁହେଁ। ଆମ୍ଭମାନେେ ପରମେଶ୍ବରଙ୍କ ବାଣୀ ତୁମ୍ଭକୁ ଅତି ମୃଦୁ ବାକ୍ଯ ରେ ବୁଝାଇ କହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ସାନ୍ତ୍ଵନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭକୁ ସାନ୍ତ୍ୱନା ଦେବାକୁ ଚେଷ୍ଟା କରନ୍ତି। ତାହା ତୁମ୍ଭ ପାଇଁ ଯଥେଷ୍ଟ ନୁହେଁ। ଆମ୍ଭେମାନେ ପରମେଶ୍ୱରଙ୍କ ବାଣୀ ତୁମ୍ଭକୁ ଅତି ମୃଦୁ ବାକ୍ୟରେ ବୁଝାଇ କହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ?