Job 15:12 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ କାହିଁକି ବୁଝିବାକୁ ଚେଷ୍ଟା କରୁ ନାହଁ? ତୁମ୍ଭେ କାହିଁକି ସତ୍ଯକୁ ସ୍ବୀକାର କରୁ ନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ କାହିଁକି ବୁଝିବାକୁ ଚେଷ୍ଟା କରୁ ନାହଁ? ତୁମ୍ଭେ କାହିଁକି ସତ୍ୟକୁ ସ୍ୱୀକାର କରୁ ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ