Job 15:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହା ଦ୍ବଷେପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ବରଙ୍କ ବିରୁଦ୍ଧାଚରଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ, ତୁମ୍ଭେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଚିଅାଁଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ଦ୍ୱେଷପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରୁଛ। ‌କ୍ଳା‌‌ସ୍‌‌ର
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
Odia IRV 2017 (ଓଡିଆ ବାଇବେଲ)
ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?