Job 15:15 — Compare Translations
5 translations compared side by side
Odia - 1840
"ପରମେଶ୍ବର ଏମିତିକି ନିଜର ଦୂତମାନଙ୍କୁ ବିଶ୍ବାସ କରନ୍ତି ନାହିଁ। ପରମେଶ୍ବରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ଯ ପବିତ୍ର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ଵାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ତଳ ନିର୍ମଳ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏମିତିକି ନିଜର ଦୂତମାନଙ୍କୁ ବିଶ୍ୱାସ କରନ୍ତି ନାହିଁ। ପରମେଶ୍ୱରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ୟ ପବିତ୍ର ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।