Job 15:16 — Compare Translations

5 translations compared side by side

Odia - 1840
"ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟମାନେ ଆହୁରି ତା’ଠାରୁ ଖରାପ। ମନୁଷ୍ୟ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ୟ। ସେ ଅଧର୍ମକୁ ଜଳପରି ପାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
Odia IRV 2017 (ଓଡିଆ ବାଇବେଲ)
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!