Job 15:17 — Compare Translations
5 translations compared side by side
Odia - 1840
"ମାେ କଥା ଶୁଣ ଆୟୁବ, ମୁଁ ତୁମ୍ଭକୁ ବୁଝାଇ ଦେଉଛି। ମୁଁ ଯାହା ଜାଣିଛି ତୁମ୍ଭକୁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ କଥା ଶୁଣ ଆୟୁବ, ମୁଁ ତୁମ୍ଭକୁ ବୁଝାଇ ଦେଉଛି। ମୁଁ ଯାହା ଜାଣିଛି ତୁମ୍ଭକୁ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ଦେଖାଇବି, ମୋ’ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;