Job 15:18 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ସହେି ଜ୍ଞାନୀ ଲୋକଙ୍କ କଥା କହିବି ଯାହା ସମାନେେ ମାେତେ କହିଥିଲେ। ଜ୍ଞାନୀ ଲୋକମାନଙ୍କର ପୂର୍ବପୁରୁଷମାନେ ସମାନଙ୍କେୁ ଏହିସବୁ କହିଥିଲେ। ସମାନେେ କୌଣସି କଥା ମାଠାେ ରେ ଗୋପନ କି ଗୁପ୍ତ ରଖି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କ-ଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସେହି ଜ୍ଞାନୀ ଲୋକଙ୍କ କଥା କହିବି ଯାହା ସେମାନେ ମୋତେ କହିଥିଲେ। ଜ୍ଞାନୀ ଲୋକମାନଙ୍କର ପୂର୍ବପୁରୁଷମାନେ ସେମାନଙ୍କୁ ଏହିସବୁ କହିଥିଲେ। ସେମାନେ କୌଣସି କଥା ମୋ’ଠାରେ ଗୁପ୍ତ ରଖି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;