Job 15:19 — Compare Translations
5 translations compared side by side
Odia - 1840
"କବଳେ ସମାନେେ ହିଁ ସମାନଙ୍କେ ଦେଶ ରେ ବାସ କରୁଥିଲେ। ସହେି ଦେଶ ରେ ବିଦେଶୀମାନଙ୍କର ଗତାଗତ ନ ଥିଲା। ତେଣୁ ସମାନଙ୍କେୁ କହେି ବିଚିତ୍ର ମତ ଦଇେ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କେବଳ ସେମାନେ ହିଁ ସେମାନଙ୍କ ଦେଶରେ ବାସ କରୁଥିଲେ। ସେହି ଦେଶରେ ବିଦେଶୀମାନଙ୍କର ଗତାଗତ ନ ଥିଲା। ତେଣୁ ସେମାନଙ୍କୁ କେହି ବିଚିତ୍ର ମତ ଦେଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
Odia IRV 2017 (ଓଡିଆ ବାଇବେଲ)
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;