Job 15:2 — Compare Translations
5 translations compared side by side
Odia - 1840
"ଆୟୁବ, ଯଦି ତୁମ୍ଭେ ପ୍ରକୃତ ରେ ଜ୍ଞାନୀ, ତବେେ ତୁମ୍ଭେ ବ୍ଯକ୍ତିଗତ ମୂଲ୍ଯହୀନ ମତ ରେ ଉତ୍ତର ଦିଅନ୍ତ ନାହିଁ। ଜଣେ ଜ୍ଞାନୀ ଲୋକ ଏତେ ଗରମ ପବନ ରେ ଭର୍ତ୍ତି ହାଇେ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ଯଦି ତୁମ୍ଭେ ପ୍ରକୃତରେ ଜ୍ଞାନୀ, ତେବେ ତୁମ୍ଭେ ବ୍ୟକ୍ତିଗତ ମୂଲ୍ୟହୀନ ମତରେ ଉତ୍ତର ଦିଅନ୍ତ ନାହିଁ। ଜଣେ ଜ୍ଞାନୀ ଲୋକ ଏତେ ଗରମ ପବନରେ ଭର୍ତ୍ତି ହୋଇ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
Odia IRV 2017 (ଓଡିଆ ବାଇବେଲ)
“ଜ୍ଞାନୀ ଲୋକ କ’ଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?