Job 15:20 — Compare Translations
5 translations compared side by side
Odia - 1840
"ସହେି ଜ୍ଞାନୀ ଲୋକମାନେ କହିଥିଲେ, ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ଯକ୍ତି ତା'ର ପ୍ରେତ୍ୟକକ ଗଣିତ ବର୍ଷ ରେ କ୍ଲେଶ ଭୋଗ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜ୍ଞାନୀ ଲୋକମାନେ କହିଥିଲେ, “ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ୟକ୍ତି ତା’ର ପ୍ରତ୍ୟେକ ଗଣିତ ବର୍ଷରେ କ୍ଳେଶ ଭୋଗ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ।