Job 15:21 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଶବ୍ଦ ତା'ର ଭୟ ସଞ୍ଚାର କରେ। ତା'ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତବେେଳେ ସେ ନିଜକୁ ନିରାପଦ ମଣୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଶବ୍ଦ ତା’ର ଭୟ ସଞ୍ଚାର କରେ। ତା’ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତେବେଳେ ସେ ନିଜକୁ ନିରାପଦ ମଣୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
Odia IRV 2017 (ଓଡିଆ ବାଇବେଲ)
ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;