Job 15:23 — Compare Translations
5 translations compared side by side
Odia - 1840
"ସେ ଏଣତେଣେେ ଘୁରିବୁଲେ। କିନ୍ତୁ ତା'ର ଶରୀର ଶଷେ ରେ ଶାଗୁଣାର ଖାଦ୍ୟ ହୁଏ। ସେ ଜାଣେ ତା'ର ମୃତ୍ଯୁ ନିକଟ ହାଇେ ଆସିଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏଣେତେଣେ ଘୁରିବୁଲେ। କିନ୍ତୁ ତା’ର ଶରୀର ଶେଷରେ ଶାଗୁଣାର ଖାଦ୍ୟ ହୁଏ। ସେ ଜାଣେ ତା’ର ମୃତ୍ୟୁ ନିକଟ ହୋଇ ଆସିଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।