Job 15:24 — Compare Translations
5 translations compared side by side
Odia - 1840
"ଚିନ୍ତା ଓ ଦୁଃଖ ୟନ୍ତ୍ରଣା ତାକୁ ଭୟଭୀତ କରାଏ। ଏସବୁ ରାଜାପରି ତାକୁ ଆକ୍ରମଣ କରି ତୁରନ୍ତ ଧ୍ବଂସ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
Odia Bible ERV 2004 (ପବିତ୍ର ବାଇବଲ)
ଚିନ୍ତା ଓ ଦୁଃଖ ଯନ୍ତ୍ରଣା ତାକୁ ଭୟଭୀତ କରାଏ। ଏସବୁ ରାଜାପରି ତାକୁ ଆକ୍ରମଣ କରି ତୁରନ୍ତ ଧ୍ୱଂସ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
Odia IRV 2017 (ଓଡିଆ ବାଇବେଲ)
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;