Job 15:25 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ଦୁଷ୍ଟ ବ୍ଯକ୍ତି ପରମେଶ୍ବରଙ୍କ ଆଦେଶକୁ ପ୍ରତ୍ଯାଖ୍ଯାନ କରେ। ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପରାସ୍ତ କରିବାକୁ ପ୍ରଯାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଦୁଷ୍ଟ ବ୍ୟକ୍ତି ପରମେଶ୍ୱରଙ୍କ ଆଦେଶକୁ ପ୍ରତ୍ୟାଖ୍ୟାନ କରେ। ସେ ପରମେଶ୍ୱରଙ୍କ ବିରୁଦ୍ଧରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପରାସ୍ତ କରିବାକୁ ପ୍ରୟାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;