Job 15:26 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟଲୋକ ଅତ୍ଯନ୍ତ ଶକ୍ତଗ୍ରୀବ। ସେ ଆପଣା କଠିନ ଢ଼ାଲ ଧରି ପରମେଶ୍ବରଙ୍କୁ ଆକ୍ରମଣ କରିବାକୁ ଆଗଇେ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟଲୋକ ଅତ୍ୟନ୍ତ ଶକ୍ତଗ୍ରୀବ। ସେ ଆପଣା କଠିନ ଢାଲ ଧରି ପରମେଶ୍ୱରଙ୍କୁ ଆକ୍ରମଣ କରିବାକୁ ଆଗେଇ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
Odia IRV 2017 (ଓଡିଆ ବାଇବେଲ)
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;