Job 15:28 — Compare Translations

5 translations compared side by side

Odia - 1840
"କିନ୍ତୁ ତା'ର ସହର ଧ୍ବଂସ ପାଇବ। ତା'ର ଗୃହ ଧ୍ବଂସ ହବେ। ତା'ର ଘର ଶୂନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ର ସହର ଧ୍ୱଂସ ପାଇବ। ତା’ର ଗୃହ ଧ୍ୱଂସ ହେବ। ତା’ର ଘର ଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।