Job 15:29 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକ ବେଶୀଦିନ ଧନୀ ହାଇପୋରନ୍ତି ନାହିଁ। ତା'ର ସମ୍ପତ୍ତି ବେଶୀଦିନ ତିଷ୍ଠିବ ନାହିଁ। ତା'ର ସମ୍ପତ୍ତି ସମଗ୍ର ଦେଶ ରେ ବ୍ଯାପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ବେଶୀଦିନ ଧନୀ ହୋଇପାରନ୍ତି ନାହିଁ। ତା’ର ସମ୍ପତ୍ତି ବେଶୀଦିନ ତିଷ୍ଠିବ ନାହିଁ। ତା’ର ସମ୍ପତ୍ତି ସମଗ୍ର ଦେଶରେ ବ୍ୟାପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ।