Job 15:3 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ଯହୀନ କଥାକୁ ନଇେ ୟୁକ୍ତି କରିବ, ଯେଉଁ କଥାଗୁଡ଼ିକର କୌଣସି ମୂଲ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ୟହୀନ କଥାକୁ ନେଇ ଯୁକ୍ତି କରିବ, ଯେଉଁ କଥାଗୁଡ଼ିକର କୌଣସି ମୂଲ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
Odia IRV 2017 (ଓଡିଆ ବାଇବେଲ)
ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?