Job 15:30 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ। ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହାଇେ ଶୁଖିୟାଏ ଏବଂ ପବନ ତାକୁ ଉଡ଼ାଇ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ଵାସରେ ଉଡ଼ିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ। ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହୋଇ ଶୁଖିଯାଏ ଏବଂ ପବନ ତାକୁ ଉଡ଼ାଇ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ବରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।