Job 15:31 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକ ନିଜକୁ ଭ୍ରାନ୍ତ କରିବ ନାହିଁ ଯେତବେେଳେ ସେ ଅସାର ବିଷଯ ବିଶ୍ବାସ କରେ। କାହିଁକି? ସେ କିଛି ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ଵାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ନିଜକୁ ଭ୍ରାନ୍ତ କରିବ ନାହିଁ, ଯେତେବେଳେ ସେ ଅସାର ବିଷୟ ବିଶ୍ୱାସ କରେ। କାରଣ ସେ କିଛି ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।