Job 15:33 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକ ଜଣେ ଅପରିପକ୍ବ ଲୋକ ୟିଏ ଅଙ୍ଗୁରଲତା ସଦୃଶ ଫଳ ପାଚିଲା ପୂର୍ବରୁ ଝଡ଼ି ୟାଏ। ସହେି ବ୍ଯକ୍ତି ଜୀତବୃକ୍ଷଭଳି ନିଜର କଢ଼କୁ ମଧ୍ଯ ହରାଇ ବସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ଵ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଜଣେ ଅପରିପକ୍ୱ ଲୋକ ଯିଏ ଅଙ୍ଗୁରଲତା ସଦୃଶ ଫଳ ପାଚିଲା ପୂର୍ବରୁ ଝଡ଼ି ଯାଏ। ସେହି ବ୍ୟକ୍ତି ଜୀତବୃକ୍ଷଭଳି ନିଜର କଢ଼କୁ ମଧ୍ୟ ହରାଇ ବସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।