Job 15:35 — Compare Translations

5 translations compared side by side

Odia - 1840
"ଦୁଷ୍ଟ ବୁଦ୍ଧି ଲୋକମାନେ ସବୁବେଳେ ଅନ୍ୟର ମନ୍ଦ ବୁଦ୍ଧି ପାଞ୍ଚିଥାନ୍ତି, କିପରି ଅନ୍ୟର କ୍ଷତି କରି ତାକୁ ବିପଦ ରେ ପକାଇବେ। ସମାନେେ ସବୁବେଳେ ଯୋଜନା କରୁଥାନ୍ତି କିପରି ଲୋକମାନଙ୍କୁ ଠକି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବୁଦ୍ଧି ଲୋକମାନେ ସବୁବେଳେ ଅନ୍ୟର ମନ୍ଦ ବୁଦ୍ଧି ପାଞ୍ଚିଥା’ନ୍ତି, କିପରି ଅନ୍ୟର କ୍ଷତି କରି ତାକୁ ବିପଦରେ ପକାଇବେ। ସେମାନେ ସବୁବେଳେ ଯୋଜନା କରୁଥା’ନ୍ତି କିପରି ଲୋକମାନଙ୍କୁ ଠକି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।