Job 15:4 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭର ଭୟ ନାହିଁ, ତୁମ୍ଭେ ଏତେ କଥାବାର୍ତ୍ତା କର ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଭକ୍ତି କରିବା ପାଇଁ ସମୟ ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ଵରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ଭୟ ନାହିଁ, ତୁମ୍ଭେ ଏତେ କଥାବାର୍ତ୍ତା କର ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଭକ୍ତି କରିବା ପାଇଁ ସମୟ ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।