Job 15:5 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭର କଥା ତୁମ୍ଭର ପାପକୁ ହିଁ ସ୍ବୀକାର କରୁଛି। ଆୟୁବ ତୁମ୍ଭେ ତୁମ୍ଭର ପାପକୁ ଲୁଚାଇବାକୁ ଚେଷ୍ଟା କରୁଛ, ଚତୁରତା ପୂର୍ଣ୍ଣ ବାକ୍ଯ ମଧିଅରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭର କଥା ତୁମ୍ଭର ପାପକୁ ହିଁ ସ୍ୱୀକାର କରୁଛି। ଆୟୁବ ତୁମ୍ଭେ ତୁମ୍ଭର ପାପକୁ ଲୁଗ୍ଭଇବାକୁ ଚେଷ୍ଟା କରୁଛ, ଚତୁରତା ପୂର୍ଣ୍ଣ ବାକ୍ୟ ମଧ୍ୟରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।