Job 15:7 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ କ'ଣ ପ୍ରଥମ ବ୍ଯକ୍ତି ଜନ୍ମ ହାଇେଛ? ଏହି ପର୍ବତସବୁ ପୂର୍ବରୁ ତୁମ୍ଭେ ଗର୍ଭ ରେ ଧାରଣ ହାଇେଥିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ କ’ଣ ପ୍ରଥମ ବ୍ୟକ୍ତି ଜନ୍ମ ହୋଇଛ? ଏହି ପର୍ବତସବୁ ପୂର୍ବରୁ ତୁମ୍ଭେ ଗର୍ଭରେ ଧାରଣ ହୋଇଥିଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ’ଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ’ଣ ଉତ୍ପନ୍ନ ହୋଇଥିଲ?