Job 15:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କʼଣ ପରମେଶ୍ଵରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ଗୋପନ ଯୋଜନା ବିଷୟରେ କିଛି ଜାଣ କି? ତୁମ୍ଭେ କ’ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ’ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କ’ଣ ଜ୍ଞାନ ଆତ୍ମସାତ୍‍ କରୁଅଛ?