Job 16:10 — Compare Translations
5 translations compared side by side
Odia - 1840
"ଲୋକମାନେ ମାେ ଚାରିକଡ଼ ରେ ଏକତ୍ରିତ ହାଇେଛନ୍ତି ଏବଂ ସମାନେେ ମାେତେ ଉପହାସ କରନ୍ତି, ଏବଂ ମାେ ଗାଲ ରେ ଚାପୁଡ଼ା ମାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ଗ୍ଭରିକଡ଼ରେ ଏକତ୍ରିତ ହୋଇଛନ୍ତି ଏବଂ ସେମାନେ ମୋତେ ଉପହାସ କରନ୍ତି, ଏବଂ ମୋ’ ଗାଲରେ ଗ୍ଭପୁଡ଼ା ମାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋ’ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋ’ ଗାଲରେ ମାରିଅଛନ୍ତି; ସେମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।