Job 16:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ଦୁଷ୍ଟ ଲୋକଙ୍କ ହାତ ରେ ସମର୍ପି ଦଇେଛନ୍ତି। ସେ ଦୁଷ୍ଟ ଲୋକମାନଙ୍କୁ ମାେତେ ଆଘାତ କରିବାକୁ ଅନୁମତି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଦୁଷ୍ଟ ଲୋକଙ୍କ ହାତରେ ସମର୍ପି ଦେଇଛନ୍ତି। ସେ ଦୁଷ୍ଟ ଲୋକମାନଙ୍କୁ ମୋତେ ଆଘାତ କରିବାକୁ ଅନୁମତି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।