Job 16:12 — Compare Translations

5 translations compared side by side

Odia - 1840
"ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗୋଟିଏ ଆରାମଦାୟକ ଜୀବନ ଥିଲା। ତା’ପରେ ସେ ମୋତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମୋର ବେକକୁ ଧରି ମୋତେ ଛୋଟ ଛୋଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ୟ ଅଭ୍ୟାସ ପାଇଁ ମୋତେ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ’ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।