Job 16:13 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ତୀରବାହକମାନେ ମାରେ ଚତୁଃପାଶର୍‌ବ ରେ ଅଛନ୍ତି। ସେ ମାରେ ବୃକ୍କକୁ ଶରଦ୍ବାରା ବିଦ୍ଧ କରନ୍ତି। ସେ କୌଣସି ପ୍ରକାର ଦୟା ଦଖାେନ୍ତି ନାହିଁ। ସେ ମାରେ ଅନ୍ତନାଳୀକୁ ଭୂମିରେ ଫିଙ୍ଗି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ତୀରବାହକମାନେ ମୋର ଚତୁର୍ପାର୍ଶ୍ୱରେ ଅଛନ୍ତି। ସେ ମୋର ବୃକ‌କ୍‌କୁ ଶରଦ୍ୱାରା ବିଦ୍ଧ କରନ୍ତି। ସେ କୌଣସି ପ୍ରକାର ଦୟା ଦେଖାନ୍ତି ନାହିଁ। ସେ ମୋର ଅନ୍ତନାଳୀକୁ ଭୂମିରେ ଫିଙ୍ଗିଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।