Job 16:14 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ବାରମ୍ବାର ଆକ୍ରମଣ କରନ୍ତି। ସେ ୟୁଦ୍ଧ କ୍ଷେତ୍ରର ସୈନିକ ପରି ମାେତେ ଆକ୍ରମଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ବାରମ୍ବାର ଆକ୍ରମଣ କରନ୍ତି। ସେ ଯୁଦ୍ଧ କ୍ଷେତ୍ରର ସୈନିକ ପରି ମୋତେ ଆକ୍ରମଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।