Job 16:15 — Compare Translations

5 translations compared side by side

Odia - 1840
"ମାରେ ଦୁଃଖ ରେ ମୁଁ ମାରେ ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ଦୁଃଖରେ ମୁଁ ମୋର ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।