Job 16:18 — Compare Translations
5 translations compared side by side
Odia - 1840
"ପୃଥିବୀ, ମାେ ପ୍ରତି ଯେଉଁ ଅନ୍ଯାଯ କରାୟାଇଛି ତାହା ଲୁଚାଅ ନାହିଁ। ନ୍ଯାଯ ପାଇଁ ମାରେ ଭୀକ୍ଷା ବନ୍ଦ ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ ।
Odia Bible ERV 2004 (ପବିତ୍ର ବାଇବଲ)
“ପୃଥିବୀ, ମୋ’ ପ୍ରତି ଯେଉଁ ଅନ୍ୟାୟ କରାଯାଇଛି ତାହା ଲୁଗ୍ଭଅ ନାହିଁ। ନ୍ୟାୟ ପାଇଁ ମୋର ଭୀକ୍ଷା ବନ୍ଦ ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।
Odia IRV 2017 (ଓଡିଆ ବାଇବେଲ)
ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ।