Job 16:20 — Compare Translations

5 translations compared side by side

Odia - 1840
"ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ମିତ୍ରଗଣ ମୋ’ ପାଇଁ କୁହ, କିପରି ମୋର ଚକ୍ଷୁ ପରମେଶ୍ୱରଙ୍କ ପାଇଁ ଲୁହ ଢାଳି ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
Odia IRV 2017 (ଓଡିଆ ବାଇବେଲ)
ମୋ’ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;