Job 16:21 — Compare Translations
5 translations compared side by side
Odia - 1840
"ସେ ମାେ ପାଇଁ ପରମେଶ୍ବରଙ୍କୁ କୁହନ୍ତି ଯମେିତିକି ଜଣେ ବ୍ଯକ୍ତି ତା'ର ବନ୍ଧୁ ପାଇଁ ୟୁକ୍ତି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋ’ ପାଇଁ ପରମେଶ୍ୱରଙ୍କୁ କୁହନ୍ତି ଯେମିତିକି ଜଣେ ବ୍ୟକ୍ତି ତା’ର ବନ୍ଧୁ ପାଇଁ ଯୁକ୍ତି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ।