Job 16:4 — Compare Translations

5 translations compared side by side

Odia - 1840
"ମୁଁ ମଧ୍ଯ ସହେିଭଳି କଥା ତୁମ୍ଭକୁ କହିପା ରେ, ଯଦି ତୁମ୍ଭର ମାେଭଳି ବିପଦ ପଡ଼ିଥାନ୍ତା। ମୁଁ ମଧ୍ଯ ତୁମ୍ଭ ବିରୁଦ୍ଧ ରେ ବୁଦ୍ଧିମାନର ବାକ୍ଯ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମାେ ମୁଣ୍ଡ ହଲାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ସେହିଭଳି କଥା ତୁମ୍ଭକୁ କହିପାରେ, ଯଦି ତୁମ୍ଭର ମୋ’ ଭଳି ବିପଦ ପଡ଼ିଥା’ନ୍ତା। ମୁଁ ମଧ୍ୟ ତୁମ୍ଭ ବିରୁଦ୍ଧରେ ବୁଦ୍ଧିମାନର ବାକ୍ୟ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମୋ’ ମୁଣ୍ଡ ହଲାଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା’ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।