Job 16:5 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ ମାରେ ବାକ୍ଯଦ୍ବାରା ଉତ୍ସାହିତ କରିଥାଆନ୍ତି, ସାନ୍ତ୍ବନା ଦଇେଥାଆନ୍ତି ଏବଂ ତୁମ୍ଭର କଷ୍ଟକୁ କମଇେ ଦଇେଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ ମୋର ବାକ୍ୟଦ୍ୱାରା ଉତ୍ସାହିତ କରିଥା’ନ୍ତି, ସାନ୍ତ୍ୱନା ଦେଇଥା’ନ୍ତି ଏବଂ ତୁମ୍ଭର କଷ୍ଟକୁ କମେଇ ଦେଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋ’ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।