Job 16:7 — Compare Translations
5 translations compared side by side
Odia - 1840
"କିନ୍ତୁ ବର୍ତ୍ତମାନ ପରମେଶ୍ବର ପ୍ରକୃତ ରେ ମାେତେ ନିଃଶଷେ କରି ଦଇେଛନ୍ତି। ତୁମ୍ଭେ ମାରେ ପରିବାରକୁ ଧ୍ବଂସ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ପରମେଶ୍ୱର ପ୍ରକୃତରେ ମୋତେ ନିଃଶେଷ କରି ଦେଇଛନ୍ତି। ତୁମ୍ଭେ ମୋର ପରିବାରକୁ ଧ୍ୱଂସ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।