Job 16:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମାେତେ ଦୋଷୀ ବୋଲି ଭାବୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମୋତେ ଦୋଷୀ ବୋଲି ଭାବୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋ’ କ୍ଷୀଣତା ମୋ’ ପ୍ରତିକୂଳରେ ଉଠି ମୋ’ ମୁଖ ଆଗରେ ସାକ୍ଷ୍ୟ ଦିଏ।