Job 16:9 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ଆକ୍ରମଣ କରିଛନ୍ତି। ସେ ମାେ ଉପରେ କୋପ କରିବାକୁ ମାରେ ଶରୀର ଲୋତକରେ ଭିଜି ୟାଇଛି। ପରମେଶ୍ବର ମାେ ବିରୁଦ୍ଧ ରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମାରେ ଶତ୍ରୁ ମାେତେ ଘୃଣା ଚକ୍ଷୁ ରେ ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ମୋତେ ଆକ୍ରମଣ କରିଛନ୍ତି। ସେ ମୋ’ ଉପରେ କୋପ କରିବାରୁ ମୋର ଶରୀର ଲୋତକରେ ଭିଜି ଯାଇଛି। ପରମେଶ୍ୱର ମୋ’ ବିରୁଦ୍ଧରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମୋର ଶତ୍ରୁ ମୋତେ ଘୃଣା ଚକ୍ଷୁରେ ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ’ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ’ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।