Job 17:1 — Compare Translations
5 translations compared side by side
Odia - 1840
"ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଆତ୍ମା ଭାଙ୍ଗି ଯାଇଛି। ମୁଁ ସବୁ ତ୍ୟାଗ କରିବାକୁ ପ୍ରସ୍ତୁତ ଅଛି। ମୋର ଜୀବନ ପ୍ରାୟ ନଷ୍ଟ ହୋଇଯାଇଛି। ମୋ’ ପାଇଁ କବର ଅପେକ୍ଷା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି।